Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବଦଳିଲା ନିଷ୍ପତି, ଖୋଲିବନି ପ୍ରଥମ ରୁ ପଞ୍ଚମ କ୍ଲାସ

ଭୁବନେଶ୍ୱର: ବଦଳିଲା ନିଷ୍ପତି। ଖୋଲିବନି ପ୍ରଥମ ରୁ ପଞ୍ଚମ କ୍ଲାସ। ସାମୟିକ ଭାବେ ଏହି ନିଷ୍ପତ୍ତିକୁ ସ୍ଥଗିତ ରଖିଲା ବିଭାଗ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ସୋମବାରଠୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବାକୁ ପୂର୍ବରୁ ଘୋଷଣା କରିଥିଲେ ରାଜ୍ୟ ସରକାର ।

ରାଜ୍ୟରେ କାଲି ଠାରୁ ଅର୍ଥାତ ଜାନୁଆରୀ ୩ ତାରିଖରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଥିଲା ରାଜ୍ୟ ସରକାର । କିନ୍ତୁ ଏବେକାର କରୋନା ସଂକ୍ରମଣ ବଢ଼ିବା ଓ ଓମିକ୍ରନ୍‌କୁ ଦୃଷ୍ଟିରେ ରଖି ନିଷ୍ପତ୍ତି ବଦଳାଇଛି ବିଭାଗ । ତେଣୁ ଆସନ୍ତାକାଲି ଠାରୁ ଖୋଲିବାକୁ ଥିବା ପ୍ରାଥମିକ ଶ୍ରେଣୀର ନିଷ୍ପତ୍ତି ଉପରେ ରୋକ ଲାଗିଛି । ପ୍ରଥମରୁ ପଞ୍ଚମ ଶ୍ରେଣୀ ସ୍କୁଲ ଖୋଲିବା ଉପରେ ସାମୟିକ ଭାବେ ସ୍ଥଗିତ ରଖାଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏନେଇ ସୂଚନା ଦେଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...