Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବଢିଲା ବିପଦ, କରୋନା ସଂକ୍ରମଣ 3ହଜାର ମୁହାଁ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ 3ହଜାର ମୁହାଁ। ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ 68ହଜାର 970 ଜଣଙ୍କର ଟେଷ୍ଟ ହୋଇଥିବା ବେଳେ ୨୭୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୦୯ ଜଣ ରହିଛନ୍ତି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୯୨୬ ଜଣ, ସୁନ୍ଦରଗଡ଼ରୁ ୪୫୪ ଜଣ, କଟକରୁ ୧୯୧ ଜଣ, ସମ୍ବଲପୁରରୁ ୧୭୯ ଜଣ, ଝାରସୁଗୁଡ଼ାରୁ ୧୦୬ ଜଣ, ଯାଜପୁରରୁ ୭୮ ଜଣ, ବରଗଡ଼ରୁ ୭୫ ଜଣ, ବାଲେଶ୍ବରରୁ ୭୩ ଜଣ, ପୁରୀରୁ ୫୪ ଜଣ, ବଲାଙ୍ଗୀରରୁ ୫୪ ଜଣ, ମୟୂରଭଞ୍ଜରୁ ୪୨ ଜଣ, ଦେବଗଡ଼ରୁ ୩୭ ଜଣ, କେନ୍ଦୁଝରରୁ ୩୩ ଜଣ,ନବରଙ୍ଗପୁରରୁ ୨୯ ଜଣ, ଗଞ୍ଜାମରୁ ୨୭ ଜଣ, ରାୟଗଡ଼ାରୁ ୨୨ ଜଣ, କୋରାପୁଟରୁ ୧୯ ଜଣ, ଜଗତସିଂହପୁର ଓ କଳାହାଣ୍ଡିରୁ ୧୩ ଜଣ ଲେଖାଏଁ, ନୂଆପଡ଼ା ଓ ସୋନପୁରରୁ ୧୦ ଜଣ ଲେଖାଁଏ,ଗଜପତିରୁ ୯ ଜଣ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାରୁ ୭ ଜଣ ଲେଖାଁଏ, ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ ଲେଖାଁଏ, ଭଦ୍ରକରୁ ୫ ଜଣ, ଢ଼େଙ୍କାନାଳ ଓ କନ୍ଧମାଳ ଜିଲ୍ଲାରୁ ୩ ଜଣ ଲେଖାଁଏ, ମାଲକାନଗିରିରୁ ଜଣେ ଏବଂ ଷ୍ଟେଟ୍ ପୁଲ୍‌ରୁ ୨୧୧ ଜଣ ରହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...