Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପୁଣି ଆସୁଛି ବଡ଼ ବର୍ଷା, ବୁଡ଼େଇବ

ଭୁବନେଶ୍ୱର: ପୁଣି ଆସୁଛି ବଡ଼ ବର୍ଷା। ଜାନୁଆରୀ 10 ତରିଖରୁ ବର୍ଷା ଆରମ୍ଭ ହୋଇଯିବ। ତେବେ ଗତକାଲି ସୃଷ୍ଟି ହୋଇଥିବା ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍ସ ପ୍ରଭାବରେ ବଙ୍ଗୋପସାଗରର ପୂର୍ଵ ଦିଗରୁ ଉଷ୍ମ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ଓଡିଶା ମଧ୍ୟକୁ ପ୍ରବେଶ କରୁଛି । ତେଣୁ ରାତ୍ରି ତାପମାତ୍ରା ଆଗାମୀ  ୩ ଦିନ ଯାଏଁ  ୨ ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବ । ଏଥିସହ ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ୧୦ ତାରିଖରୁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ୧୦ରେ ପଶ୍ଚିମ ଓଡିଶା ଏବଂ ୧୧ରେ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ମଧ୍ୟକୁ ପ୍ରବେଶ କରୁଛି । ତେଣୁ ରାତ୍ରି ତାପମାତ୍ରା ଆଗାମୀ  ୩ ଦିନ ଯାଏଁ  ୨ ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବ । ଏଥିସହ ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ୧୦ ତାରିଖରୁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ୧୦ରେ ପଶ୍ଚିମ ଓଡିଶା ଏବଂ ୧୧ରେ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...