Connect with us

Hi, what are you looking for?

ଜାତୀୟ

NEET-PG ନାମଲେଖା ନେଇ ଆସିଲା ସୁପ୍ରିମକୋର୍ଟଙ୍କ ବଡ଼ ରାୟ, କାଏମ ରହିଲା ସଂରକ୍ଷଣ

ଭୁବନେଶ୍ୱର: NEET OBC ସଂରକ୍ଷଣ ମାମଲାରେ ଆସିଲା ସୁପ୍ରମି ରାୟ । OBC/EWS ସଂରକ୍ଷଣ କାଏମ ରଖିଲେ ଖଣ୍ଡପୀଠ । ମେଡିକାଲ ପିଜି ନାମଲେଖାରେ ଉଭୟ ବର୍ଗକୁ ମିଳିବ ସଂରକ୍ଷଣ । OBC ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ରହିବ ୨୭ ପ୍ରତିଶତ ସଂରକ୍ଷଣ । EWS ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ରହିବ ୧୦ ପ୍ରତିଶତ ସଂରକ୍ଷଣ । ଅଲ ଇଣ୍ଡିଆ କୋଟା PG ନାମଲେଖାରେ ମିଳିବ ସଂରକ୍ଷଣ ।

ସୁପ୍ରିମକୋର୍ଟ କହିଛନ୍ତି ଯେ ଏହି ବର୍ଷ ଠାରୁ ଲାଗୁ ହୋଇଥିବା ସଂରକ୍ଷଣ ନୀତି ଅସାମ୍ବିଧାନିକ ବୋଲି ଯୁକ୍ତି ହୋଇଥିଲା । EWS ସୀମାକୁ ୮ ଲକ୍ଷ ଟଙ୍କା ରଖିବା ଉପରେ ନିଷ୍ପତ୍ତି ହୋଇଥିଲା । ଅକ୍ଟୋବରରେ ଏହି ପ୍ରଶ୍ନ ପଚରାଯାଇଥିଲା । ତେବେ ଅକ୍ଟୋବର ୨୫ରେ ଏହା ଉପରେ ରୋକ୍ ଲାଗିଥିଲା । ପରେ ଦୀପାବଳି ପରେ ଶୁଣାଣି ହେବା ଉଚିତ୍ ବୋଲି କହିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...