Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

କରୋନା: ପୁଣି ଭୁବନେଶ୍ୱରରେ ୬ କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ବିଏମସି

ଭୁବନେଶ୍ୱର: ଦିନ କୁ ଦିନ ରକେଟ ବେଗରେ ମାଡି ଚାଲିଛି କରୋନା। ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୬୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ୫୭୪ଜଣ ପେଜେଟିଭ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଡୁମଡୁମା , ବରମୁଣ୍ଡା, ଲକ୍ଷ୍ମୀସାଗର ଏବଂ ଜାଗମରା ଆଂଚଳରୁ ସର୍ବାଧିକ ପିଜେଟିଭ ଚିହ୍ନଟ ହୋଇଛନ୍ତି। ସେଥିପାଇଁ ବିଏମସି ପକ୍ଷରୁ ଆଜି 6 ଟି ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ସେଗୁଡିକ ହେଲା

MICRO CONTAINMENT ZONE DT.09.01.2022 SOUTH-WEST ZONE,BMC
1.FLAT NO.410,TRIDENT GALAXY,KALINGA NAGAR,WARD-23
2.PLOT NO.125,VIP COLONY,NAYAPALLY,WARD-15-
3.CRPF CAMPUS,TRAINING CENTRE,CRP,WARD NO.15
4.PLOT NO.258,BDA DUPLEX,BARAMUNDA,WARD NO.50
5.PLOT NO.49,MIG-11,POKHARIPUT,WARD NO.62-
6.PLOT NO.1734/3485,LANE-L6,JAGAMOHAN NAGAR,WARD NO.63

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...