Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ରାଜ୍ୟ ନିର୍ବାଚନ କିମିଶନ ଦେଲେ ଇଙ୍ଗିତ ଠିକ ସମୟରେ ହେବ ପଞ୍ଚାୟତ ନିର୍ବାଚନ, ଆସିବ ଗାଇଡ଼ ଲାଇନ, ଦେଖନ୍ତୁ ପୁରା ରିପୋର୍ଟ

ଭୁବନେଶ୍ୱର: ପଂଚୟତ ନିର୍ବାଚନ ପରେ ଆଜି ବସିଥିଲା ସର୍ବଦଳୀୟ ବୈଠକ। ଏହି ବୈଠକ ପରେ ନିର୍ବାଚନ କମିଶନଙ୍କ ପ୍ରତିକ୍ରିୟା ରଖି କହିଛନ୍ତି ରାଜ୍ୟର ସମସ୍ତ ରାଜନୈତିକ ଦଳଙ୍କ ରାଜ୍ୟ ନିର୍ବାଚନ କମିଶନ ଆଲୋଚନା କରିଛନ୍ତି । ରାଜ୍ୟରେ କୋଭିଡ ସ୍ଥିତିରେ ନିର୍ବାଚନ କରାଯିବ କି ନାହିଁ ସେ ବିଷୟରେ ଆଲୋଚନା କରାଯିବ । ଜାତୀୟ ନିର୍ବାଚନ ଆୟୋଗ 5 ରାଜ୍ୟର ନିର୍ବାଚନ ପାଇଁ ଯେଉଁ ଗାଇଡ଼ ଲାଇନ ଆଣିଛନ୍ତି ସେହି ଗାଇଡ଼ ଲାଇନକୁ ଅନୁକରଣ କରି ରାଜ୍ୟ ନିର୍ବାଚନ କମିଶନ ଖୁବଶୀଘ୍ର ପଞ୍ଚାୟତ ନିର୍ବାଚନ ନେଇ ଗାଇଡ଼ ଲାଇନ ପ୍ରକାଶ କରିବାକୁ ଯାଉଛନ୍ତି କହିଛନ୍ତି ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପାଢ଼ୀ।

ଏଥିରୁ ସ୍ପଷ୍ଠ ବାରି ହୋଇପଡୁଛି ଯେ ଠିକ ସମୟରେ ନିର୍ବାଚନ ହେବ। କୋଭିଡ ଗାଇଡ଼ ଲାଇନ ଅନୁସାରେ ପଂଚୟତ ନିର୍ବାଚନ କରିବା ପାଇଁ ରାଜ୍ୟ ନିର୍ବଚନ କମିଶନ ପକ୍ଷରୁ ଖୁବ ଶୀଘ୍ର ଗାଇଡ଼ ଲାଇନ ଜାରି କରାଯିବ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...