Connect with us

Hi, what are you looking for?

Uncategorized

ତିନି ମାସ ଘୁଞ୍ଚାଆ ପଞ୍ଚାୟତ ନିର୍ବାଚନ: ବିରୋଧୀ

ଭୁବନେଶ୍ୱର:-ସର୍ବଦଳୀୟ ବୈଠକରେ କଂଗ୍ରେସର ପ୍ରସ୍ତାଵ
କୋଭିଡ ପାଇଁ ନିର୍ବାଚନକୁ ତିନି ମାସ ଘୁଞ୍ଚାଇବା ପାଇଁ ପ୍ରସ୍ତାବ । ପଛୁଆ ବର୍ଗଙ୍କୁ ସଂରକ୍ଷଣ ରୁ ବାଦ ଦେବା ଓ ବିଭିନ୍ନ ଜିଲ୍ଲାରେ ଅନୁସୂଚିତ ଜନଜାତି ବର୍ଗ ଲାଗି ସଂରକ୍ଷଣ ଠିକ ଭାବେ ନ ଦିଆଯାଇ ଥିବାରୁ ନିର୍ବାଚନକୁ ସ୍ଥଗିତ ରଖିବା କୁ ଦାବି । ବିଜେଡି କୁ ଛାଡି ସବୁ ଦଳ ଏହି ଦାବି ରଖିଛନ୍ତି । ଏପଟେ ସର୍ବଦଳୀୟ ବୈଠକରେ ବିଜେପିର 9 ଟି ଦାବି


୧ – ଓବିସି ବର୍ଗ ଙ୍କୁ ସଂରକ୍ଷଣରୁ ବାଦ ଦିଆଯିବା ପ୍ରସଙ୍ଗ ଉଠାଇ ଯେ ପର୍ଯ୍ୟନ୍ତ ଯାଏ ଏ ସମସ୍ୟାର ସମାଧାନ ନ ହୋଇଛି ସେ ପର୍ଯ୍ୟନ୍ତ ନିର୍ବାଚନ କୁ ସ୍ଥଗିତ ରଖିବା ପାଇଁ ବିଜେପିର ଦାବି
୨ – ପେସା ଆଇନ ଲାଗୁ ହେଉଥିବା ଜିଲ୍ଲାରେ ମଧ୍ୟ ସରପଞ୍ଚ ଓ ସମିତି ସଭ୍ୟ ପଦବୀ ପାଇଁ ଅନୁସୂଚିତ ଜନଜାତି ବର୍ଗଙ୍କୁ ସଂରକ୍ଷଣ ଦିଆଯାଇନି । କନ୍ଧମାଳ ଓ କୋରାପୁଟରେ ଏହିଭଳି ହୋଇଛି ।
୩ – ଭୋଟର ତାଲିକାରେ ଅନେକ ତ୍ରୁଟି ହୋଇଛି ।
୪ – କୋଭିଡ ମହାମାରୀର ପିକ ପିରିୟଡ଼ ସମୟରେ ଲୋକଙ୍କ ଜୀବନକୁ ଗୁରୁତ୍ୱ ଦେଇ ଦୁଇ ମାସ କି ତିନି ମାସ ନିର୍ବାଚନ ଘୁଞ୍ଚେଇବା ପାଇଁ ଦାବି ରଖିଲା ବିଜେପି ।
୫ – ଭୋଟର ଗଣନା କେନ୍ଦ୍ରରେ ସିସି ଟିଭି ବ୍ୟବସ୍ଥା କରାଯାଉ
୬- ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିବା ମରାଯାଉଥିବା ହୋଡ଼ିଂକୁ ଉଚ୍ଛେଦ କରାଯାଉ
୭ – ଦୀର୍ଘ ଦିନ ଗୋଟିଏ ସ୍ଥାନରେ ରହିଥିବା ଅଧିକାରୀ ମାନଙ୍କୁ ବଦଳି କରାଯାଉ
୮ – ଅବାଧ ଓ ସ୍ୱଚ୍ଛ ନିର୍ବାଚନ କରିବାକୁ ବିଜେପିର ଦାବି

ସର୍ବଦଳୀୟ ବୈଠକରେ ବିଜେଡ଼ିର ଦାବି କରିଛି ଯେ
ପଞ୍ଚାୟତ ପ୍ରତିନିଧି ମାନଙ୍କ କାର୍ଯ୍ୟ କାଳ ଶେଷ ହେଇ ଯାଉଥିବାରୁ ତୁରନ୍ତ ନିର୍ବାଚନ କରିବା ପାଇଁ ଆମେ ଦାବି କରିଛୁ । କୋଭିଡ ଗାଇଡ଼ ଲାଇନ ଭିତରେ କିପରି ନିର୍ବାଚନ ହେବ ତାକୁ ଆମେ ସମ୍ପୂର୍ଣ୍ଣ ସହଯୋଗ କରିବୁ ବୋଲି କହିଛନ୍ତି ବିଜେଡି


Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...