Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମକରରେ ଲାଗିଲା କରୋନା କଟକଣା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ଦେଖି ସରକାର କଟକଣା ବଢ଼େଇବାରେ ଲାଗିଛନ୍ତି । ମକର ସଂକ୍ରାନ୍ତି ଓ ପୋଙ୍ଗଲରେ ଲାଗିଲା କଟକଣା। ଏ ନେଇ ଆଜି ସ୍ବତନ୍ତ୍ର ରିଲିଫ କମିସନରଙ୍କ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି ।

ଗାଇଡ୍ ଲାଇନ୍ ଅନୁଯାୟୀ, ଆସନ୍ତା ୧୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ସଂକ୍ରାନ୍ତି ଓ ପୋଙ୍ଗଲରେ ଜଳାଶୟରେ ଏକାଠି ହେବେନି ଶ୍ରଦ୍ଧାଳୁ । ନଦୀ କୂଳ, ପୋଖରୀ ଘାଟରେ ଏକାଠି ହେବାକୁ ବାରଣ କରାଯାଇଛି । ଜଳାଶୟରେ ବୁଡ ପକାଇବାକୁ ଶ୍ରଦ୍ଧାଳୁଙ୍କୁ ମନା କରାଯାଇଛି ।

ମକର ସଂକ୍ରାନ୍ତି ଓ ପୋଙ୍ଗଲ ଅବସରରେ ମନ୍ଦିରରେ କେବଳ ରୀତିନୀତି ଅନୁଷ୍ଠିତ ହେବ ।  ମନ୍ଦିର ଭିତରକୁ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ ରୋକ ଲଗାଯାଇଛି। ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...