Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଚାପରେ କ୍ୟାପିଟାଲ ହସ୍ପିଟାଲ, 30 ପିଜେଟିଭ

ଭୁବନେଶ୍ୱର: ଚାପରେ ଚାଲିଛି କ୍ୟାପିଟାଲ ହସ୍ପିଟାଲ । ତୃତୀୟ ଲହରରେ ପଜିଟିଭ ହେଲେଣି ହସ୍ପିଟାଲର 30 କର୍ମଚାରୀ । ସେମାନଙ୍କ ମଧ୍ୟରେ ଅଛନ୍ତି 10 ଡାକ୍ତର ଓ 20 ପାରା ମେଡ଼ିକାଲ କର୍ମଚାରୀ । ଏଣୁ ଏବେ କମ କର୍ମଚାରୀରେ ରୋଗୀ ସେବା ଜାରି ରଖିଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ । ଯେଉଁଠି ପୂର୍ବରୁ 3 ଜଣ କାମ କରୁଥିଲେ, ଏବେ ଜଣେ କାମ କରୁଛନ୍ତି । ହସ୍ପିଟାଲରେ କୋଭିଡ ଟ୍ରିଟମେଣ୍ଟ ପ୍ରୋଟୋକାଲ ନେଇ ସରକାରଙ୍କ ନୂଆ ନିର୍ଦେଶ ଆସିଛି । ଏହା ଅନୁଯାୟୀ ଆମେ କାମ କରୁଛୁ ।
କ୍ୟାପିଟାଲ ହସ୍ପିଟାଲରେ ଏବେ ରୋଗୀଙ୍କ ଚିକିତ୍ସା ଲାଗି ହସ୍ପିଟାଲ ପରିସରରେ ସିଙ୍ଗଲ ୱଣ୍ଡୋ ଟ୍ରିଟମେଣ୍ଟ ବ୍ୟବସ୍ଥା କରଯାଇଛି । ସେଠାରେ ରୋଗୀମାନେ ଟିକେଟ କାଟିବା ଠୁ ଆରମ୍ଭ କରି ଚିକିତ୍ସା ଯାଏ ସବୁ ସୁବିଧା ପାଇପାରିବେ ।
କ୍ୟାପିଟାଲ ହସ୍ପିଟାଲ ଡେପୁଟି ସୁପରିଟେଣ୍ଡାଣ୍ଟ ସୂଚନା ଦେଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...