Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପୁଣି ୩୨ଜଣ ଓମିକ୍ରନ ଆକ୍ରନ୍ତ ଚିହ୍ନଟ, ସଂଖ୍ୟା ୨୦୨ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୨ ନୂଆ ଓମିକ୍ରନ୍ ସଂକ୍ରମିତ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି । ଆଉ ୩୨ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗକୁ ILS ଅବଗତ କରାଯାଇଛି । ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ରାଜ୍ୟରେ ପ୍ରଥମ ଭାବେ ଡିସେମ୍ବର ୨୧ ତାରିଖରେ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପରେ ଡିସେମ୍ବର ୨୩ ତାରିଖରେ ଆଉ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ୨୬ ତାରିଖରେ ଆଉ ୪ ଜଣ, ୨୯ ତାରିଖରେ ଜଣେ, ୩୦ ତାରିଖରେ ୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଜାନୁଆରୀ ୨ ତାରିଖରେ ୨୩ ଜଣ, ୫ ତାରିଖରେ ୨୪ ଜଣ, ୮ ତାରିଖରେ ୧୪ ଜଣ, ୧୨ ତାରିଖରେ ୬୭ ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଥିଲେ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...