Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

୧୧ହଜାର ଡେଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ୧୧ହଜାର ଡେଇଁ ଲା କ ରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୧୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୩୯୧୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪୭୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୯୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୧୬ ଜଣ ରହିଛନ୍ତି ।

ସେହି ଭଳି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୨୪ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୨୧୩୬ଜଣ ଚିହ୍ନଟ ହୋଇଛନ୍ତି। ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...