Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମହାକାଳପଡ଼ା ମାଆ ତାରିଣୀ କଲେଜରେ ନିର୍ବାଚନୀ ସଭା କରିବା ପଡିଲା ମହଙ୍ଗା, ସସପେଣ୍ଡ ହେଲେ ଅଧକ୍ଷ ଓ ସାଲେପୁର ଏସଡିପିଓ

ଜିଲ୍ଲାପାଳ ଙ୍କୁ ନିର୍ଦେଶ ଦେଇଛନ୍ତି କମିଶନଜିଲ୍ଲାପାଳ ଙ୍କୁ ନିର୍ଦେଶ ଦେଇଛନ୍ତି କମିଶନଭୁବନେଶ୍ୱର: ମହାକାଳପଡ଼ା ମାଆ ତାରିଣୀ କଲେଜରେ ନିର୍ବାଚନୀ ସଭା କରିବା ପଡିଲା ମହଙ୍ଗା। ଆଚରଣ ବିଧି ଉଲ୍ଲଂଘନ ହୋଇଥିବାରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ନିର୍ବାଚନ କମିଶନ ସୁପାରିଶ କଲେ। ଅଧ୍ୟକ୍ଷ ବିକାଶ ଚନ୍ଦ୍ର ଦାଶଙ୍କୁ ନିଲମ୍ବନ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ଚିଠି ଲେଖାଯାଇଛି। ଆଜି ସାନ୍ଧ୍ୟ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଜଣାଇବାକୁ ନିର୍ଦ୍ଦେଶ।
ସେହିପରି ସାଲେପୁର SDPO ପ୍ରଶାନ୍ତ ମାଝୀଙ୍କୁ ନିଲମ୍ବନ କରିବାକୁ DGPଙ୍କୁ ଚିଠି ଲେଖାଯାଇଛି। ତୁରନ୍ତ ମୁଖ୍ୟାଳୟରେ ଅବସ୍ଥାପିତ କରିବାକୁ କୁହାଯାଇଛି। କଲେଜ ଅଧକ୍ଷଙ୍କ ନାଁରେ IPC ସେକ୍ସନ 188 ଆଧାରରେ FIR ରୁଜୁ ପାଇଁ ଜିଲ୍ଲାପାଳ ଙ୍କୁ ନିର୍ଦେଶ ଦେଇଛନ୍ତି କମିଶନ

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...