Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସରିଲା ନାମାଙ୍କନ ପତ୍ର ଦାଖଲ, ୧ଲକ୍ଷ୯୦ହଜାର୪୧୯ ଜଣ ଦାଖଲ କଲେ ପ୍ରାର୍ଥୀପତ୍ର

ଭୁବନେଶ୍ୱର: ଆଜି ଥିଲା ନାମାଙ୍କନ ପତ୍ର ଦାଖଲର ଶେଷ ଦିନ। ଶେଷଦିନରେ ସରପଞ୍ଚ, ୱାର୍ଡ ମେମ୍ବର, ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ୯୪ହଜାର୬୦୫ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କାରିଛନ୍ତି।

ୱାର୍ଡ ମେମ୍ବର – ୬୫୮୨୮

ସରପଞ୍ଚ- ୧୪୦୭୪

ସମିତି ସଭ୍ୟ- ୧୨୫୧୨

ଜିଲ୍ଲା ପରିଷଦ- ୨୧୯୧

ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

ଜାନୁଆରୀ 17 ତାରିଖରୁ ପଂଚୟତ ନିର୍ବାଚନ ପାଇଁ ୱାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ, ଓ ଜିଲ୍ଲା ପରିଷଦ ପାଇଁ ପ୍ରାର୍ଥୀପତ୍ର ଦଖଲ ଆରମ୍ଭ ହୋଇଥିଲା। 4 ଦିନରେ
ୱାର୍ଡ ମେମ୍ବର ପାଇଁ 95ହାଜର 8ଶହ14 ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିବାବେଳେ ସରପଞ୍ଚ ପାଇଁ 20457, ସମିତିସଭ୍ୟ ପାଇଁ 15583 ଏବଂ ଜିଲ୍ଲାପାରିଷଦ ପାଇଁ 1730 ଜଣ ନାମାଙ୍କନ ପତ୍ର ଦାଖଲ କରିଥିଲେ। 1ଲକ୍ଷ 90ହଜାର୪୧୯ ଜଣ ପ୍ର୍ରରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

Nominations filled on 21.01.2022

Ward Member-65828
Sarpanch-14074
P.S Member-12512
Z.P Member-2191

Secretary,
SEC, Odisha

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...