Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଭିଡ଼ିଓ ଜାରି କରି ବିରୋଧୀଙ୍କୁ ଜବାବ ଦେଲେ ନବୀନ

ଭୁବନେଶ୍ୱର: ଦୁଇ ସପ୍ତାହ ଧରି ମୁଖ୍ୟମନ୍ତ୍ରୀ ଙ୍କ ସ୍ବାସ୍ଥ୍ୟ କୁ ନେଇ ଅନେକ ଗୁଜବ ବୁଲୁଥିଲା। କିଏ କହୁଥିଲା ମୁଖ୍ୟମନ୍ତ୍ରୀ ଙ୍କ ସ୍ୱାସ୍ଥ୍ୟ ଭଲ ନାହିଁ। ଆଉ କିଏ କହୁଥିଲା ମୁଖ୍ୟମନ୍ତ୍ରୀ ଙ୍କ କ ରୋନା ଲକ୍ଷଣ ଦେଖାଯାଇଛି। ଆଉ କିଏ କହୁଥିଲା ମୁଖ୍ୟମନ୍ତ୍ରୀ ନବୀନ ନିବାସରେ ପଡିଯାଇଛନ୍ତି। ପଂଚୟତ ନିର୍ବାଚନ ଥିବାରୁ ବିରୋଧୀଙ୍କ କ୍ୟାମ୍ପ ରେ ଚର୍ଚ୍ଚାର ରୋଚକ ସାଜିଥିଲା। କିନ୍ତୁ ଆଜି ବିଜେଡି ମୁଖ୍ୟମନ୍ତ୍ରୀ ଙ୍କ ଭିଡ଼ିଓ ଜାରି କରି ଏଥିରେ ଅନ୍ତ ପକାଇଛି। ଆଜି ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ଅବସରରେ ନବୀନ ନିବାସ ପରିସରରେ ନେତାଜୀଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାଞ୍ଜଳି ଦେଇ ମୁଖ୍ୟମନ୍ତ୍ରୀ ସୁସ୍ଥ ଥିବା ବାର୍ତା ଦେଇଛନ୍ତି। ଏହା ସହିତବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀର ମଧ୍ୟ ତାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବାର ଭିଡ଼ିଓ ମଧ୍ୟ ଜାରି ହୋଇଛି।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...