Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ୩୬୯୭୬ ଜଣ ନିର୍ନ୍ଦୋନ୍ଦ୍ୱରେ ନିର୍ବାଚିତ

ଭୁବନେଶ୍ୱର: ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା । ୩୬୫୨୩ଜଣ ୱାର୍ଡ ମେମ୍ବର, ସରପଞ୍ଚ ୧୨୬, ସମିତି ସଭ୍ୟ ୩୨୬, ଜିଲ୍ଲାପରିଷଦ ଜଣେ ନିର୍ନ୍ଦୋନ୍ଦ୍ୱ ରେ ନିର୍ବାଚିତ ହୋଇଛନ୍ତି। ଜିଲା ପରିଷଦ ପ୍ରାର୍ଥୀ ଜଣଙ୍କ ହେଉଛନ୍ତି ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଜୋନ ୨ ର ଜିଲ୍ଲାପରିଷ ଦ ପ୍ରାର୍ଥୀ କଳ୍ପନା ପ୍ରଧାନ ନିର୍ନ୍ଦୋନ୍ଦ୍ୱ ରେ ନିର୍ବାଚିତ ହୋଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...