Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଆସିଲା ଓମିସିୟୋର କୀଟ ଷ୍ଟଡି ରିପୋର୍ଟ, ଦେଖନ୍ତୁ ରାଜ୍ୟରେ ଓମିକ୍ରନ ସ୍ଥିତି

ଭୁବନେଶ୍ୱର: ଆସିଲା ଓମିସିୟୋର କୀଟ ଷ୍ଟଡି ରିପୋର୍ଟ । ଓମି ସିୟର କିଟ ରେ 31666 ଜଣଙ୍କର ସାମ୍ପୁଲ ଟେଷ୍ଟ କରାଯାଇଥିଲା ସେଥିମଧ୍ୟରୁ 1729 ଜଣଙ୍କର ପଜିଟିଭ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ 576 ଜଣ ଓମି କ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ହାରାହାରି 33 ପ୍ରତିଶତ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ଓମି କ୍ରନ ଆକ୍ରାନ୍ତ ନ୍କ ସଂଖ୍ୟା କେତେ ତାହା ଜିନମ ସିକ୍ୟୁନସିଂ ଡାଟା ଏବଂ ଓମି ସିୟର କିଟ ର ଡାଟା କୁ ମିଳିତ ଭାବରେ ଅନୁଧ୍ୟାନ କରିବା ପରେ ଜଣାପଡିବ।

ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ଓମି କ୍ରନ ଆକ୍ରାନ୍ତ ନ୍କ ସଂଖ୍ୟା ଦେଖିଲେ ବର୍ତ୍ତମାନ ଡେ଼ଲ୍ଟା ର ଉପସ୍ଥିତି ରହିଛି ସେହି କାରଣ ରୁ ମୃତ୍ୟୁ ହେଉଛି। ବର୍ତ୍ତମାନ ଡେ଼ଲ୍ଟା ଆଧିପତ୍ୟ ବିସ୍ତାର କରି ରହିଛି ବୋଲି କହିଛନ୍ତି ସ୍ଵାସ୍ଥ୍ୟ ନିର୍ଦେଶକ ନିରଂଜନ ମିଶ୍ର।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...