Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଶେଷରେ ରାଜ୍ୟ ସରକାର ନେଲେ ନିଷ୍ପତ୍ତି, ୭ରୁ ଖୋଲିବ ସ୍କୁଲ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୭ ତାରିଖରୁ ଖୋଲିବ ସ୍କୁଲ ଏବଂ କଲେଜ । ଏ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । କୋଭିଡ୍‌ କଟକଣାକୁ କଠୋର ଭାବେ ପାଳନ କରାଯାଇ ସ୍କୁଲ ଏବଂ କଲେଜ ଖୋଲିବା ନେଇ ନିଷ୍ପତ୍ତି ହୋଇଛି । ୭ ତାରିଖରୁ ୮ମ ଶ୍ରେଣୀରୁ ଉପରକୁ ସବୁ ଶିକ୍ଷାନୁଷ୍ଠାନ ଖୋଲିବ । ସ୍କୁଲ କଲେଜ୍‌ ସହ ହଷ୍ଟେଲ ମଧ୍ୟ ଖୋଲାଯିବ । ଏହା ସହିତ ରାଜ୍ୟର ସମସ୍ତ ପ୍ରଶିକ୍ଷଣ ଅନୁଷ୍ଠାନ ମଧ୍ୟ ଖୋଲିବ ।

ଏହା ସହିତ ଫେବୃଆରୀ ୧୪ ତାରିଖରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ସ୍କୁଲ ଯିବେ । ଉଭୟ ଅନ୍‌ଲାଇନ୍‌ ଏବଂ ଅଫ୍‌ଲାଇନ୍‌ରେ ପାଠପଢା ହେବ । ଛାତ୍ରଛାତ୍ରୀ ମାନେ ପସନ୍ଦ ମୁତାବକ ମାଧ୍ୟମ ବାଛିପାରିବେ । ରାଜ୍ୟରେ କୋଭିଡ୍‌ ସ୍ଥିତି ପରଖିବା ପରେ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...