ଏଥର ମୋଟ ୧୮ଶହ ୯୯ଟି ଓ୍ୱାର୍ଡରେ ପୌର ନିର୍ବାଚଚନ ହେଉଛି। ମ୍ୟୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦର ୧୭୩୧ ଓ ୩ ମହାନଗରର ୧୬୧ଟି ଓ୍ୱାର୍ଡରେ ଭୋଟ ଗ୍ରହଣ ହେବ। ଏଥିପାଇଁ ୪ ହଜାର ୪୭୫ଟି ବୁଥ କରାଯିବ। ୪୨ ଲକ୍ଷ ଭୋଟର ଚଳିତ ପୌର ନିର୍ବାଚନରେ ଭୋଟ ଦେବେ।
Hi, what are you looking for?