Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବଢିଲା ତାତି, ୪୦ ଡିଗ୍ରୀ ଉପରେ ୩ ସହର

ଭୁବନେଶ୍ୱର:  ବଢିଲା ତାତି । ୩ ସହରର ତାପମାତ୍ରା ୪୦ ଡିଗ୍ରୀ ଡେଇଁଲା।  ବଲାଙ୍ଗିର ଆଜି  ରାଜ୍ୟର ସବୁଠୁ ଉତ୍ତପ୍ତ ସହର। ଟିଟଲାଗଡରେ ୪୦.୨ ଡିଗ୍ରୀ ଓ ଅନୁଗୋଳରେ ତାପମାତ୍ରା ୪୦.୦ ଡିଗ୍ରୀ ରେକର୍ଡ଼ କରାଯାଇଛି। ସେହିପରି ୮ ଟି ସହରର ତାପମାତ୍ରା ୩୯ ଡିଗ୍ରୀ ଉପରେ ରହିଛି। 

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁସାରେ ବାଲେଶ୍ୱରରେ ତାପମାତ୍ରା ୩୫.୦ ଡିଗ୍ରୀ, ଚାନ୍ଦବାଲିରେ ୩୭.୫ ଡିଗ୍ରୀ, କଟକରେ ୩୮.୦ ଡିଗ୍ରୀ, ପାରାଦୀପରେ ୩୨.୬ ଡିଗ୍ରୀ, ଭୁବନେଶ୍ୱରରେ ୩୭.୬ ଡିଗ୍ରୀ, ଗୋପାଳପୁରରେ ୩୨.୧ ଡିଗ୍ରୀ, ପୁରୀରେ ୩୩.୦ ଡିଗ୍ରୀ ଓ ବାରିପଦାରେ ୩୯.୪ ଡିଗ୍ରୀ ରେକର୍ଡ଼ କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like