Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଚାଲି ଚାଲି ଯାଇ ଭୋଟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବର ୫୩ ନଂ ୱାର୍ଡର ୫୪୪ ନମ୍ବର ବୁଥରେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ।  ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ବାହାରି ଚାଲି ଚାଲି ଯାଇ ଭୋଟ ଦେଇଥିଲା।  ସମସ୍ତେ ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀ ଅପିଲ କରିଛନ୍ତି।

ଏହି ୱାର୍ଡରେ ବିଜେଡି ପକ୍ଷରୁ ମହାମାୟା ସ୍ବାଇଁ କର୍ପୋରେଟର ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଥିବା ବେଳେ ବିଜେପି ପକ୍ଷରୁ ନଳିନୀ ପ୍ରଭା ଖଟେଇ ଏବଂ କଂଗ୍ରେସ ପକ୍ଷରୁ ନିବାସୀ ଦେଈ ନିର୍ବାଚନ ଲଢୁଛନ୍ତି । ନବୀନ ନିବାସରୁ ଚାଲି ଚାଲି ବୁଥ୍‌ରେ ଯାଇ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like