Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ରେ ବୃଦ୍ଧି କରାଯାଇଛି।
ଏହାଦ୍ଵାରା ରାଜ୍ୟରେ ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ. ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଜନଜାତି ମହିଳା ।

ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଂଜୁର କରାଯାଇଛି। ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ ଉପକୃତ ହେବେ ।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟର ସମସ୍ତ ଲାଭକୁ  କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ  ମାନଙ୍କ କଲ୍ୟାଣ ପାଇଁ ବିନିଯୋଗ କରୁଛନ୍ତି ।”

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...