Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବଢିଲା ଚିନ୍ତା, ଆହୁରି ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଚିନ୍ତା ବଢିଲା। ଆହୁରି ୨୩ ଜଣ ଓ ମି କ୍ର ନ ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଓମି କ୍ର ନ ଆକ୍ରାନ୍ତଙ୍କ ସାଂଖ୍ୟ 37 ଛୁଇଁଲା। ପୂର୍ବରୁ 14 ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ରାଜ୍ୟରେ ପ୍ରଥମେ ଡିସେମ୍ବର 21 ତାରିଖରେ ଚିହ୍ନଟ ହୋଇଥିଲେ। ଆଜି ଚିହ୍ନଟ ହୋଇଥିବା ୨୩ ଜଣଙ୍କ ମଧ୍ୟରୁ 10 ଜଣ ଲୋକାଲ ରୁ ଚିହ୍ନଟ ହୋଇଥିବା ବେଳେ 11 ଜଣ ବିଦେଶ ଫେରନ୍ତା ଚିହ୍ନଟ ହୋଇଛନ୍ତି। ଏହି ୧୧ଜଣଙ୍କ ମଧ୍ୟରେ ଅଛନ୍ତି ଫିନଲାଣ୍ଡ, ଓମାନ , ସାଉଦି ଆରବିଆ, ଦୁବାଇ ଏବଂ ସିରିଆରୁ ଅଛନ୍ତି। ଆଉ ଦୁଇଜଣ ଫିନଲାଣ୍ଡ ବିଦେଶ ଫେରନ୍ତାଙ୍କ ସଂସ୍ପର୍ଶରେ ଆସି ଓମି କ୍ର ନ ରେ ଆକ୍ରନ୍ତ ହୋଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...