Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ରାଜ୍ୟରେ ପୁଣି ୨୮ ଜଣ ଓମିକ୍ରନ ଆକ୍ରନ୍ତ ଚିହ୍ନଟ, ସଂଖ୍ୟା ୧୦୩ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଆଉ 28ଟି ଓମି କ୍ରନ ଚିନ୍ହଟ। ସେମାନଙ୍କ ମଧ୍ୟରୁ 18 ଜଣ ବିଦେଶ ଫେରନ୍ତା ଚିନ୍ହଟ ହୋଇଥିବା ବେଳେ 10 ଜଣ ସ୍ଥାନୀୟ ସଂକ୍ରମଣ ରୁ ଚିହ୍ନଟ ବୋଲି ଜଣାପଡିଛି। ବର୍ତ୍ତମାନ ରାଜ୍ୟରେ ମୋଟ 103ରେ ପହଁଚିଲା ଓମି କ୍ରନ ସଂଖ୍ୟା।।


ସୂଚନା ଅନୁଯାୟୀ, ରାଜ୍ୟରେ ଡିସେମ୍ବର ୨୧ତାରିଖରେ ୨ଜଣ, ୨୩ ତାରିଖରେ ୨, ୨୬ ତାରିଖରେ ୪, ୨୯ ତାରିଖରେ ଜଣେ, ୩୦ ତାରିଖରେ ୫, ଜାନୁଆରି ୨ ତାରିଖ ରେ ୨୩, ଜାନୁଆରି ୫ ତାରିଖରେ ୨୪ ଏବଂ ଜାନୁଆରି ୮ ତାରିଖ ରେ ୧୪ଜଣ ଜାନୁଆରୀ ୧୦ ତାରିଖରେ ସର୍ବାଧିକ 28 ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...