Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

କାଲି ଘୋଷଣା ହେବ ପଂଚାୟତ ନିର୍ବାଚନ ତାରିଖ

ଭୁବନେଶ୍ବର: ଆସନ୍ତାକାଲି ଘୋଷଣା ହେବ ପଂଚାୟତ ନିର୍ବାଚନ ତାରିଖ। ଆସନ୍ତା କାଲି ସାଢେ 11ଟା ରେ ଘୋଷଣା କରିବେ ରାଜ୍ୟ ନିର୍ବାଚନ କମିଶନ। ସେଥିପାଇଁ ଆଜି ରାଜ୍ୟ ନିର୍ବାଚନ କମିଶନ ପୂର୍ବାହ୍ନରେ ସର୍ବଦଲୀୟ ବୈଠକ ସାରିଥିବା ବେଳେ ଅପରାହ୍ନ ରେ ରାଜ୍ୟପାଳଙ୍କୁ ଭେଟିଛନ୍ତି। ଏହା ସହିତ ସନ୍ଧ୍ୟାରେ ରାଜ୍ୟରେ ଆଇନ ଶୃଙ୍ଖଳା ଅବସ୍ଥା ଏବଂ କୋଭିଡ ନିୟମ କିଭଳି ଅନୁପାଳନ କରୁଛନ୍ତି ସେ ସ୍ଥିତିର ସମୀକ୍ଷା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ସବୁ ପ୍ରକ୍ରିୟା ଶେଷ ହୋଇଥିବାରୁ ଆସନ୍ତା କାଲି ପଂଚୟତ ନିର୍ବାଚନ ତାରିଖ ଘୋଷଣା କରିବେ ରାଜ୍ୟ ନିର୍ବାଚନ କମିଶନ।

ଆଜି ସକାଳେ ପାଞ୍ଚିୟତ ନିର୍ବଚନ ନେଇ ବସିଥିଲା ସର୍ବଦଳୀୟ ବୈଠକ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...