Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପଂଚୟତ ନିର୍ବାଚନ: ପ୍ରଥମ ଦିନରେ ହାଜର ହଜାର ନାମାଙ୍କନ ପତ୍ର ଦାଖଲ

ଭୁବନେଶ୍ୱର: ପଂଚାୟତ ନିର୍ବାଚନ ପାଇଁ ଆଜି ଠୁ ଆରମ୍ଭ ହେଲା ନାମାଙ୍କନ ପତ୍ର ଦାଖଲ। କୋଭିଡ କଟକଣା ସତ୍ୱେ ନାମାଙ୍କନ ପତ୍ର ଦାଖଲ ପାଇଁ ପ୍ରାର୍ଥୀ ମାନଙ୍କ ଭିତରେ ବେଶ ଉତ୍ସାହ ଦେଖିବାକୁ ମିଳିଛି। ଆଜି ନାମାଙ୍କନ ପତ୍ର ଦଖଲର ପ୍ରଥମ ଦିନରେ ସାରା ରାଜ୍ୟରେ ୱାର୍ଡ ମେମ୍ବର ପାଇଁ ୭୧୧୬ ନାମାଙ୍କନ ପତ୍ର ଦାଖଲ ହୋଇଥିବା ବେଳେ ସରପଞ୍ଚ ପାଇଁ ୧୧୨୨ ଜଣ, ସମିତି ସଭ୍ୟ ପାଇଁ ପାଇଁ 512 ଜଣ, ଜିଲ୍ଲା ପରିଷଦ ପାଇଁ ୨୨ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

Nominations filled on 17.01.2022

Ward Member-7116
Sarpanch-1122
P.S Member-512
Z.P Member-22

Secretary,
SEC, Odisha

କୋଭିଡ କଟକଣା ଥିବାରୁ ଆଜି ପ୍ରାର୍ଥୀପତ୍ର ଦାଖଲ ସମୟରେ ସେଭଳି ଭିଡ଼ କିମ୍ଭା ଶୋଭଯାତ୍ରା ଦେଖିବାକୁ ମିଳିନଥିଲା। ପ୍ରସ୍ତାବକ ସାଥିରେ ପ୍ରାର୍ଥୀ ମାନେ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...