Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମିଳିଲା ଆଶ୍ବସ୍ଥି, ଶୀର୍ଷରୁ ଖସିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ଖସିଲା କରୋନା ସଂକ୍ରମଣ। ମିଳିଲା ଅଶ୍ବସ୍ଥି। ଲଗାତାର ଭାବେ ୪ ଦିନ ଧରି କରୋନା ସଂକ୍ରମଣ କମିବାରେ ଲାଗିଛି। ଆଜି ୮୫୨୦ ଜଣ ପିଜେଟିଭ ଚିହ୍ନଟ ହୋଇଛନ୍ତି।। ଜନୂଆରୀ 19 ତାରିଖ ଦିନ କ ରୋନା ଶୀର୍ଷକୁ ଚୁଇଥିଲା । ତା ପର ଦିନଠୁ କରୋନ ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଜନୂଆରୀ ୨୦ ତାରିଖରେ ୧୦୩୬୮, ଜାନୁୟାରୀ ୨୧ତାରିଖରେ ୯୮୩୩, ଜାନୁୟାରୀ ୨୨ ତାରିଖ ଅର୍ଥାତ ଗତ କାଲି ୮୮୪୫ ଜଣ ଚିହ୍ନଟ ହୋଇଥିଲେ। ବର୍ତ୍ତମାନ ଏ ଟ୍ରେଣ୍ଡକୁ ଦେଖିଲେ କ ରୋନା ସଂକ୍ରମଣ କମିବାରେ ଲାଗିଛି।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...