Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

୬ ଜିଲ୍ଲାରେ ୩ଘଣ୍ଟା ଅଜାଡିବ ବର୍ଷା

ଭୁବନେଶ୍ୱର: ରାଜ୍ୟର ଅନେକ ସ୍ଥାନରେ ବର୍ଷା ଆରମ୍ଭ ହୋଇସାରିଥିବା ବେଳେ ବର୍ତ୍ତମାନ 6ଜିଲ୍ଲା କୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। କେନ୍ଦ୍ରଝର, ଢେଙ୍କାନାଳ, ନୟାଗଡ଼, ବାଲେଶ୍ୱର,ଗଂଜାମ ଏବଂ ଯାଜପୁରରେ ଆଗାମୀ ୩ ଘଣ୍ଟା ଘଡଘଡି ସହ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Date and Time of Issue : 23.01.2022, 1745 hrs IST
Sub: Nowcast Warning (Yellow Message(Be updated))
Light to Moderate Rain / Thundershower and lightening likely to continue over some parts of districts of BALASWAR, KEONJHAR, DHENKANAL, NAYAGARH, GANJAM, JAJPUR and KEONJHAR within next THREE hours.

                                                                                Duty Officer                                                           Meteorological Centre, Bhubaneswar 

To: All concerned Users

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଜନ୍ମଗତ ତ୍ରୁଟି ଯୋଗୁଁ ୮ ମାସର ଶିଶୁର ପିଠିରେ ମେନିନ୍‌ଗୋମାଇଲୋସିଲ୍ ଯୋଗୁଁ ସୃଷ୍ଟି ହୋଇଥିବା ବିଶାଳ ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର ଦ୍ୱାରା ସଫଳତାର ସହ ଶରୀରରୁ ବାହାର କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍...

ଓଡ଼ିଶା ନ୍ୟୁଜ

କାକଟପୁର : ଗତମାସ ଭଳି ଚଳିତ ମାସ ୯ ତାରିଖ ଦିନ କାକଟପୁର ଥାନା ପରିସରରେ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୦/୭: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି...

ବିଜିନେସ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ...