Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଓଡିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର: ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି ! ଆସନ୍ତା ୨୦ ତାରିଖରେ ପୁରୀ ଗସ୍ତରେ ଆସିପାରନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏକ ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ରାଷ୍ଟ୍ରପତି। ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ଗସ୍ତ ସମୟରେ ରାଷ୍ଟ୍ରପତି କରିପାରନ୍ତି ମହାପ୍ରଭୁଙ୍କ ଦର୍ଶନ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like