Connect with us

Hi, what are you looking for?

ଜାତୀୟ

ପରଲୋକରେ ପ୍ରସିଦ୍ଧ ଗାୟକ ବାପି ଲାହିରି

ଭୁବନେଶ୍ୱର: ପରଲୋକରେ ପ୍ରସିଦ୍ଧ ଗାୟକ ବାପି ଲାହିରି।        ସେ ମୁମ୍ବାଇର ଏକ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ପ୍ରାୟ ୬୯ ବର୍ଷ ବୟସ ହୋଇଥିଲା ।

୨୭ ନଭେମ୍ବର ୧୯୫୨ରେ କୋଲକାତାରେ ଜନ୍ମ ହୋଇଥିବା ବାପି ଲାହିରି ତାଙ୍କର ଭିନ୍ନ ଶୈଳୀ ହେତୁ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ଏକ ଭିନ୍ନ ତଥା ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ସେ ଲୋକମାନଙ୍କ ମଧ୍ୟରେ ତାଙ୍କ ସ୍ୱର୍ଣ୍ଣ ଅଳଙ୍କାରରେ ଭରପୂର ସଂଗୀତଜ୍ଞ ଭାବରେ ବେଶ୍‌ ପରିଚିତ। ସେ ତାଙ୍କ ସମୟରେ ଅନେକ ହିଟ୍ ଗୀତ ଗାଇଛନ୍ତି । ସେ ବଲିଉଡ୍‌ର ଡିସ୍କୋ କିଙ୍ଗ୍‌ ଭାବରେ ବେଶ୍‌ ପରିଚିତ ଥିଲେ । ବାପି ଲାହିରିଙ୍କର ଚଲତେ ଚଲତେ, ଡିସ୍କୋ ଡାନ୍ସର ଗୀତ ଖୁବ୍‌ ହିଟ୍‌ ହୋଇଥିଲା ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like