Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱରରେ ପହଁଚିଲେ ରାଷ୍ଟ୍ରପତି, ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୁଇ ଦିନିଆ ପୁରୀଗସ୍ତରେ। ଆସୁଥିବା ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦର ପହଞ୍ଚିଛନ୍ତି।  ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ବିମାନ ବନ୍ଦର ଯାଇ ମୁଖ୍ୟମନ୍ତ୍ରୀ ସ୍ୱାଗତ କରିଛନ୍ତି।

ଭୁବନେଶ୍ବର ବିମାନବନ୍ଦରରୁ ସିଧା  ପୁରୀ ଅଭିମୁଖେ ଯାତ୍ରା କରିଥିଲେ ରାଷ୍ଟ୍ରପତି। ଅପରାହ୍ନରେ 5ଟାରେ ମହାପ୍ରଭୁ ଦର୍ଶନ କରିବାକୁ ଶ୍ରୀମନ୍ଦିର ଯିବେ।

୨୦ତାରିଖ ଦିନ ୧୦.୪୦ରେ ପୁରୀସ୍ଥିତ ଗୌଡିଆ ମିସନ ପ୍ଳତିଷ୍ଠାତା ଶ୍ରୀମଦ ଭକ୍ତି ସିଦ୍ଧାନ୍ତ ସରଶ୍ବତି ଗୋସ୍ବାମୀ ପ୍ଳଭୁପାଦଙ୍କ ୧୫୦ତମ ଜନ୍ମବାର୍ଷିକି ସମାରୋହରେ ଯୋଗଦେବେ।

Click to comment

Leave a Reply

Your email address will not be published. Required fields are marked *

Advertisement

You May Also Like